ଭୁବନେଶ୍ବର : ପିପିଲି ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ଶନିବାର ଦିନ ପ୍ରଚାର କରିବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥି ପାଇଁ ଆସନ୍ତାକାଲି ଶ୍ରୀ ପ୍ରଧାନ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ସକାଳେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୦୬ତମ ଜୟନ୍ତୀ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବା ପରେ ପିପିଲି ଅଭିମୁଖେ ଗସ୍ତ କରିବେ।

The post ଆଜି ପିପିଲିରେ ପ୍ରଚାର କରିବେ ଧର୍ମେନ୍ଦ୍ର first appeared on Sambad.

from ରାଜନୀତି | Sambad https://ift.tt/3i5M6eN